Jeremiah 19:7 — Compare Translations

5 translations compared side by side

Odia - 1840
"ପୁଣି ସହେି ସ୍ଥାନ ରେ ଆମ୍ଭେ ଯିହୁଦାର ଓ ୟିରୁଶାଲମର ସମସ୍ତ ସାଜସଜ୍ଜା ବ୍ଯର୍ଥ କରିବା। ତା'ପ ରେ ସମାନଙ୍କେୁ ସମାନଙ୍କେର ଶତ୍ରୁମାନଙ୍କର ଖଡ୍ଗ ରେ ଧ୍ବଂସ ହବୋକୁ ଆମ୍ଭେ ଦବୋ। ଆମ୍ଭେ ସମାନଙ୍କେର ଶବକୁ ପକ୍ଷୀମାନଙ୍କୁ ଓ ପଶୁମାନଙ୍କୁ ଖାଦ୍ୟ ରୂପେ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ଼୍‍ଗ ଦ୍ଵାରା ଓ ସେମାନଙ୍କ ପ୍ରାଣ ଅନ୍ଵେଷଣକାରୀମାନଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ସ୍ଥାନରେ ଆମ୍ଭେ ଯିହୁଦାର ଓ ଯିରୁଶାଲମର ସମସ୍ତ ସାଜସଜ୍ଜା ବ୍ୟର୍ଥ କରିବା। ତା’ପରେ ସେମାନଙ୍କୁ ସେମାନଙ୍କର ଶତ୍ରୁମାନଙ୍କର ‌‌ଖ‌ଡ଼୍‌ଗରେ ଧ୍ୱଂସ ହେବାକୁ ଆମ୍ଭେ ଦେବା। ଆମ୍ଭେ ସେମାନଙ୍କର ଶବକୁ ପକ୍ଷୀମାନଙ୍କୁ ଓ ପଶୁମାନଙ୍କୁ ଖାଦ୍ୟ ରୂପେ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।
Odia IRV 2017 (ଓଡିଆ ବାଇବେଲ)