Jeremiah 19:8 — Compare Translations
5 translations compared side by side
Odia - 1840
"ଆମ୍ଭେ ଏହି ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ କରିବା। ଯେତବେେଳେ ଲୋକମାନେ ୟିରୁଶାଲମ ଦଇେ ଯିବେ, ସମାନେେ ଯାହା ଦେଖିବେ ସେଥି ରେ ଆଘାତ ପାଇବେ। ଯେତବେେଳେ ସମାନେେ ଧ୍ବସ୍ତ ନଗରୀକୁ ଦେଖିବେ, ସମାନେେ ଆତଙ୍କିତ ହବେେ ଓ ବୀଭିଷିକା ପ୍ରକାଶ କରିବା ପାଇଁ ହିସ୍ ଶବ୍ଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶଦ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶଦ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହି ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିବା। ଯେତେବେଳେ ଲୋକମାନେ ଯିରୁଶାଲମ ଦେଇ ଯିବେ, ସେମାନେ ଯାହା ଦେଖିବେ ସେଥିରେ ଆଘାତ ପାଇବେ। ଯେତେବେଳେ ସେମାନେ ଧ୍ୱସ୍ତ ନଗରୀକୁ ଦେଖିବେ, ସେମାନେ ଆତଙ୍କିତ ହେବେ ଓ ବୀଭିଷିକା ପ୍ରକାଶ କରିବା ପାଇଁ ଶୀସ୍ ଶବ୍ଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ।