Jeremiah 19:9 — Compare Translations
5 translations compared side by side
Odia - 1840
"ଶତ୍ରୁଗଣ ସମାନଙ୍କେ ନଗରକୁ ଅବରୋଧ କରିବେ ଓ ସମାନଙ୍କେୁ ଖାଦ୍ୟ ପାଇଁ ବାହାରକୁ ୟିବାକୁ ଦବେେ ନାହିଁ। ତେଣୁ ଲୋକମାନେ ଉପବାସ ରେ ରହିବେ ଓ କ୍ଷୁଧା ରେ ଆତୁର ହାଇେ ସଙ୍କଟ ସମୟରେ ପୁତ୍ର କନ୍ଯାର ମାଂସ ଭୋଜନ କରିବେ। ଆଉ ମଧ୍ଯ ଶଷେ ରେ ପରସ୍ପରକୁ ଭୋଜନ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁଗଣ ସେମାନଙ୍କ ନଗରକୁ ଅବରୋଧ କରିବେ ଓ ସେମାନଙ୍କୁ ଖାଦ୍ୟ ପାଇଁ ବାହାରକୁ ଯିବାକୁ ଦେବେ ନାହିଁ। ତେଣୁ ଲୋକମାନେ ଉପବାସରେ ରହିବେ ଓ କ୍ଷୁଧାରେ ଆତୁର ହୋଇ ସଙ୍କଟ ସମୟରେ ପୁତ୍ରକନ୍ୟାର ମାଂସ ଭୋଜନ କରିବେ। ଆଉ ମଧ୍ୟ ଶେଷରେ ପରସ୍ପରକୁ ଭୋଜନ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।”