Jeremiah 2:1 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁଙ୍କର ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ବିଶ୍ୱସ୍ତ ନ ଥିଲା ଆଉ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା,