Jeremiah 2:11 — Compare Translations
5 translations compared side by side
Odia - 1840
"କୌଣସି ଦେଶର ଲୋକମାନେ ସମାନଙ୍କେର ଦବଗେଣଙ୍କୁ ପରିତ୍ଯାଗ କରି ଅଛନ୍ତି କି, ଯଦିଓ ସମାନେେ ମୂର୍ତ୍ତି ଥିଲେ ଏବଂ ପ୍ରକୃତ ପରମେଶ୍ବର ନୁହଁନ୍ତି? ମାତ୍ର ମାରେ ଲୋକମାନେ ସମାନଙ୍କେର ମହିମାମଯ ପରମେଶ୍ବରଙ୍କୁ ନିଷ୍ଫଳ ବସ୍ତୁ ବଦଳ ରେ ପରିତ୍ଯାଗ କରିଛନ୍ତି, ଯାହାର ସମାନଙ୍କେୁ ପ୍ରଦାନ କରିବା ପାଇଁ କିଛି ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେବତାମାନେ ଈଶ୍ଵର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ଵରୂପଙ୍କୁ ବଦଳ କରିଅଛନ୍ତି⇧ ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଦେଶର ଲୋକମାନେ ସେମାନଙ୍କର ଦେବଗଣଙ୍କୁ ପରିତ୍ୟାଗ କରିଅଛନ୍ତି କି, ଯଦିଓ ସେମାନେ ମୂର୍ତ୍ତି ଥିଲେ ଏବଂ ପ୍ରକୃତ ପରମେଶ୍ୱର ନୁହନ୍ତି? ମାତ୍ର ମୋର ଲୋକମାନେ ସେମାନଙ୍କର ମହିମାମୟ ପରମେଶ୍ୱରଙ୍କୁ ନିଷ୍ଫଳ ବସ୍ତୁ ବଦଳରେ ପରିତ୍ୟାଗ କରିଅଛନ୍ତି, ଯାହାର ସେମାନଙ୍କୁ ପ୍ରଦାନ କରିବା ପାଇଁ କିଛି ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”