Jeremiah 2:12 — Compare Translations

5 translations compared side by side

Odia - 1840
" ହେ ସ୍ବର୍ଗ, ଚକିତ ଓ ଭୟ ରେ କମ୍ପିତ ହୁଅ। ସଦାପ୍ରଭୁ ଏହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆକାଶମଣ୍ତଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସ୍ୱର୍ଗ, ଚକିତ ଓ ଭୟରେ କମ୍ପିତ ହୁଅ।” ସଦାପ୍ରଭୁ ଏହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହା ଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ,” ଏହା ସଦାପ୍ରଭୁ କହନ୍ତି।