Jeremiah 2:13 — Compare Translations
5 translations compared side by side
Odia - 1840
"କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି। ପ୍ରଥମତଃ ସମାନେେ ମାେତେ ପରିତ୍ଯାଗ କରିଛନ୍ତି ଯଦିଓ ମୁଁ ଏକ ଜୀବନଦାଯିନୀ ନିର୍ଝର ଅଟେ ଓ ଦ୍ବିତୀୟ ରେ ନିଜ ପାଇଁ ସମାନେେ ବହୁ ଜଳକୁଣ୍ଡ ଖାେଳିଛନ୍ତି। ମାତ୍ର ସହେି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ଵରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣା-ମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି। ପ୍ରଥମତଃ ସେମାନେ ମୋତେ ପରିତ୍ୟାଗ କରିଅଛନ୍ତି ଯଦିଓ ମୁଁ ଏକ ଜୀବନଦାୟୀନୀ ନିର୍ଝର ଅଟେ ଓ ଦ୍ୱିତୀୟରେ ନିଜ ପାଇଁ ସେମାନେ ବହୁ ଜଳକୁଣ୍ଡ ଖୋଳିଅଛନ୍ତି। ମାତ୍ର ସେହି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।