Jeremiah 2:14 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନେ କ'ଣ କ୍ରୀତଦାସ? ସମାନେେ କ'ଣ ଆଜନ୍ମ କିଙ୍କର? ତବେେ ସମାନେେ କାହିଁକି ଲୁଣ୍ଠିତ ଦ୍ରବ୍ଯ ସ୍ବରୂପ ହାଇେଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ କି ଦାସ? ସେ କି ଗୃହଜାତ କିଙ୍କର? ସେ କାହିଁକି ଲୁଟଦ୍ରବ୍ୟ ହୋଇଅଛି?
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲୀୟମାନେ କ’ଣ କ୍ରୀତଦାସ? ସେମାନେ କ’ଣ ଆଜନ୍ମ କିଙ୍କର? ତେବେ ସେମାନେ କାହିଁକି ଲୁଣ୍ଠିତ ଦ୍ରବ୍ୟ ସ୍ୱରୂପ ହୋଇଅଛନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି?
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି?