Jeremiah 2:15 — Compare Translations
5 translations compared side by side
Odia - 1840
"ୟୁବା ସିଂହାସନ ତାହା ଉପ ରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସମାନେେ ତାହାର ଦେଶସବୁ ଧ୍ବଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଛନ୍ତି ଓ ତାହାକୁ ଜନଶୂନ୍ଯ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ-ବିହୀନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯୁବା ସିଂହାସନ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସେମାନେ ତାହାର ଦେଶସବୁ ଧ୍ୱଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଅଛନ୍ତି ଓ ତାହାକୁ ଜନଶୂନ୍ୟ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ ବିହୀନ ହୋଇଅଛି।