Jeremiah 2:16 — Compare Translations
5 translations compared side by side
Odia - 1840
"ଅଧିକନ୍ତୁ ନୋଫର ଓ ତଫନ ହଷେର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟ ଭାଙ୍ଗି ପକାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ନୋଫର ଓ ତଫନହେଷର ସନ୍ତାନଗଣ ତୁମ୍ଭ ମସ୍ତକର ତାଳୁଆ ଭାଙ୍ଗି ପକାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିକନ୍ତୁ ନୋଫର ଓ ତଫନ୍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟ ଭାଙ୍ଗି ପକାଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ନୋଫର ଓ ତଫନ୍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ନୋଫର ଓ ତଫନ୍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି।