Jeremiah 2:17 — Compare Translations
5 translations compared side by side
Odia - 1840
"ଏସବୁ ଦୁଃଖ ତୁମ୍ଭ ନିଜ ଦୋଷରୁ ଘଟିଅଛି। କାରଣ ପରମେଶ୍ବର ତୁମ୍ଭର ସଦାପ୍ରଭୁ ତୁମ୍ଭକୁ ଠିକ୍ ପଥରେ ନବୋ ବେଳେ ତୁମ୍ଭେ ତାହାଙ୍କୁ ପରିତ୍ଯାଗ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ଏସବୁ ଦୁଃଖ ତୁମ୍ଭ ନିଜ ଦୋଷରୁ ଘଟିଅଛି। କାରଣ ପରମେଶ୍ୱର ତୁମ୍ଭର ସଦାପ୍ରଭୁ ତୁମ୍ଭକୁ ଠିକ୍ ପଥରେ ନେବା ବେଳେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?