Jeremiah 2:18 — Compare Translations
5 translations compared side by side
Odia - 1840
"ଆଉ ଏବେ ଶୀହାରରେ ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏବେ ଶୀହୋରର ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?
Odia IRV 2017 (ଓଡିଆ ବାଇବେଲ)