Jeremiah 2:19 — Compare Translations
5 translations compared side by side
Odia - 1840
"ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦବେ। ଓ ତୁମ୍ଭର ବିପଥଗାମୀତ୍ବ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ଉତ୍ତମ ରୂପେ ବିବଚେନା କର। ତାହା ହେଲେ ତୁମ୍ଭେ ବୁଝିବ ଯେ ପରମେଶ୍ବରଙ୍କୁ ପରିତ୍ଯାଗ କରି ତୁମ୍ଭେ କି ଅପରାଧ କରିଛ। ଆମ୍ଭ ବିଷଯକ ଭୟ ତୁମ୍ଭ ମଧିଅରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷଯ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ। ମାରେ ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗାମୀତ୍ଵ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।