Jeremiah 2:21 — Compare Translations

5 translations compared side by side

Odia - 1840
"ହେ ଯିହୁଦା, ମୁଁ ତୁମ୍ଭକୁ ସ୍ବତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତବେେ ତୁମ୍ଭେ କାହିଁକି ବନ୍ଯ ଦ୍ରାକ୍ଷାଲତା ହେଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିରୂପେ ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତେବେ ତୁମ୍ଭେ କାହିଁକି ବନ୍ୟ ଦ୍ରାକ୍ଷାଲତା ହେଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?
Odia IRV 2017 (ଓଡିଆ ବାଇବେଲ)
ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?