Jeremiah 2:22 — Compare Translations
5 translations compared side by side
Odia - 1840
"ଯଦିଓ ତୁମ୍ଭେ ସୋଢ଼ା ରେ ନିଜକୁ ଧୌତ କରିଅଛ ଓ ବହୁତ ସାବୁନ ବ୍ଯବହାର କରିଛ, ତଥାପି ତୁମ୍ଭର ଦୋଷ ଆମ୍ଭ ଦୃଷ୍ଟି ରେ କ୍ଷାରିତ ନ ହାଇେ ସହେିପରି ରହିଅଛି। ଏହା ପ୍ରଭୁ ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ତୁମ୍ଭେ ସୋଢ଼ାରେ ନିଜକୁ ଧୌତ କରିଅଛ ଓ ବହୁତ ସାବୁନ ବ୍ୟବହାର କରିଅଛ, ତଥାପି ତୁମ୍ଭର ଦୋଷ ଆମ୍ଭ ଦୃଷ୍ଟିରେ କ୍ଷାରିତ ନ ହୋଇ ସେହିପରି ରହିଅଛି।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।