Jeremiah 2:23 — Compare Translations
5 translations compared side by side
Odia - 1840
"ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, 'ଆମ୍ଭେ ଅଶୁଚି ହାଇେ ନାହୁଁ ଓ ବାଲ୍ଦବଗେଣର ପଶ୍ଚାଦଗାମୀ ହାଇେ ନାହୁଁ?' ଉପତ୍ୟକା ରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, ‘ଆମ୍ଭେ ଅଶୁଚି ହୋଇ ନାହୁଁ ଓ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ?’ ଉପତ୍ୟକାରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;