Jeremiah 2:24 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ପ୍ରାନ୍ତର ରେ ବାସ କରୁଥିବା ବନ୍ଯ ଗର୍ଦ୍ଦଭୀ ପରି ଅଟ। ସେ ନିଜର ଋତୁ ସମୟରେ ବାଯୁ ଆଘ୍ରାଣ କରେ। କିଏ ତା'ର କାମ ଲିପ୍ସାରୁ ଅବରୋଧ କରିପାରିବେ? ତାହାର ଅନ୍ବଷେଣକାରୀମାନଙ୍କର ଆପଣାମାନଙ୍କ କ୍ଲାନ୍ତ କରିବାର ଦରକାର ନାହିଁ। ସମାନେେ ତାଙ୍କର ନିଯମିତ ମାସ ରେ ତାକୁ ସହଜ ରେ ପାଇପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ଵେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳା; କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ପ୍ରାନ୍ତରରେ ବାସ କରୁଥିବା ବନ୍ୟ ଗର୍ଦ୍ଦଭୀ ପରି ଅଟ। ସେ ନିଜର ଋତୁ ସମୟରେ ବାୟୁ ଆଘ୍ରାଣ କରେ। କିଏ ତା’ର କାମ ଲି‌ପ୍‌ସାରୁ ଅବରୋଧ କରି ପାରିବେ? ତାହାର ଅନ୍ୱେଷଣକାରୀମାନଙ୍କର ଆପଣାମାନଙ୍କ କ୍ଳାନ୍ତ କରିବାର ଦରକାର ନାହିଁ। ସେମାନେ ତାଙ୍କର ନିୟମିତ ମାସରେ ତାକୁ ସହଜରେ ପାଇପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ।
Odia IRV 2017 (ଓଡିଆ ବାଇବେଲ)