Jeremiah 2:25 — Compare Translations

5 translations compared side by side

Odia - 1840
"ହେ ୟିହୁଦୀ, ତୁମ୍ଭେ ନିଶ୍ଚିତ ଯେ, ସେ ଦବଗେଣଙ୍କ ପଶ୍ଚାଦଗମନରୁ ନିବୃତ୍ତ ହବୋ ଉଚିତ୍ ଓ ସେ ଦବଗେଣଙ୍କ ନିମନ୍ତେ ନିଜର କଣ୍ଠ ଶୁଷ୍କ କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେ କହିଲ, 'ଆଉ ଦରକାର ନାହିଁ, କାରଣ ଆମ୍ଭେ ସହେି ବିଦେଶୀଯ ଦବଗେଣଙ୍କୁ ପୂଜା କରିଅଛୁ ଓ ସମାନଙ୍କେର ପଶ୍ଚାଦଗାମୀ ହବେୁ, ସମାନଙ୍କେୁ ଆମ୍ଭେ ଛାଡ଼ିବୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍ଗାମିନୀ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିହୁଦୀ, ତୁମ୍ଭେ ନିଶ୍ଚିତ ଯେ, ସେ ଦେବଗଣଙ୍କ ପଶ୍ଚା‌‌ଦ୍‌‌ଗମନରୁ ନିବୃତ୍ତ ହେବା ଉଚିତ୍ ଓ ସେ ଦେବଗଣଙ୍କ ନିମନ୍ତେ ନିଜର କଣ୍ଠ ଶୁଷ୍କ କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେ କହିଲ, ‘ଆଉ ଦରକାର ନାହିଁ, କାରଣ ଆମ୍ଭେ ସେହି ବିଦେଶୀୟ ଦେବଗଣଙ୍କୁ ପୂଜା କରିଅଛୁ ଓ ସେମାନଙ୍କର ପଶ୍ଚା‌‌ଦ୍‌‌ଗାମୀ ହେବୁ, ସେମାନଙ୍କୁ ଆମ୍ଭେ ଛାଡ଼ିବୁ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।