Jeremiah 2:26 — Compare Translations

5 translations compared side by side

Odia - 1840
" ଚୋର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ, ସହେିପରି ଇଶ୍ରାୟେଲ ବଂଶ, ସମାନଙ୍କେର ରାଜଗଣ, ସମାନଙ୍କେର ଅଧିପତିଗଣ, ସମାନଙ୍କେର ଯାଜକଗଣ ଓ ସମାନଙ୍କେର ଭବିଷ୍ଯଦବକ୍ତାଗଣ ସମସ୍ତେ ଲଜ୍ଜିତ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ଗ୍ଭେର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେହିପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟ‌ଦ୍‌ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;