Jeremiah 2:28 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭମାନେେ ନିଜପାଇଁ ଯେଉଁ ପ୍ରତିମାଗୁଡ଼ିକ ନିର୍ମାଣ କରିଅଛ, ସମାନେେ କାହାନ୍ତି? ସମାନେେ ଆସନ୍ତୁ ଓ ଯଦି ପାରନ୍ତି ତବେେ ତୁମ୍ଭେ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ। କାରଣ ହେ ଯିହୁଦା ତୁମ୍ଭ ନଗରର ସଂଖ୍ଯାନୁସା ରେ ତୁମ୍ଭର ଦବେତାମାନେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି⇧ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେମାନେ ନିଜ ପାଇଁ ଯେଉଁ ପ୍ରତିମାଗୁଡ଼ିକ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଆସନ୍ତୁ ଓ ଯଦି ପାରନ୍ତି ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ। କାରଣ ହେ ଯିହୁଦା ତୁମ୍ଭ ନଗରର ସଂଖ୍ୟାନୁସାରେ ତୁମ୍ଭର ଦେବତାମାନେ ଅଛନ୍ତି
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)