Jeremiah 2:29 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କାହିଁକି ଆମ୍ଭ ସଙ୍ଗେ ବିବାଦ କରୁଛ? ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧ ରେ ପାପ କରିଅଛ। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରୁଅଛ? ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ପାପ କରିଅଛ।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ?” ସଦାପ୍ରଭୁ କହନ୍ତି, “ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।”