Jeremiah 2:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଦୃଷ୍ଟି ରେ ଇଶ୍ରାୟେଲର ଲୋକମାନେ ପବିତ୍ର। ସମାନେେ ସଦାପ୍ରଭୁଙ୍କର ପ୍ରଥମ ସଂଗୃହିତ ଫଳ। ଯେଉଁମାନେ ସମାନଙ୍କେୁ ଗ୍ରାସ କରନ୍ତି ସମାନେେ ଦୋଷୀ ଗଣାଯିବେ ଓ ସମାନଙ୍କେ ପ୍ରତି ଅମଙ୍ଗଳ ଘଟିବ।' ଏହା ସଦାପ୍ରଭୁ କହନ୍ତି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ଵରୂପ ଥିଲା । ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଦୃଷ୍ଟିରେ ଇସ୍ରାଏଲର ଲୋକମାନେ ପବିତ୍ର। ସେମାନେ ସଦାପ୍ରଭୁଙ୍କର ପ୍ରଥମ ସଂଗୃହୀତ ଫଳ। ଯେଉଁମାନେ ସେମାନଙ୍କୁ ଗ୍ରାସ କରନ୍ତି ସେମାନେ ଦୋଷୀ ଗଣାଯିବେ ଓ ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”’ ଏହା ସଦାପ୍ରଭୁ କହନ୍ତି
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି।