Jeremiah 2:32 — Compare Translations

5 translations compared side by side

Odia - 1840
"ଜଣେ ୟୁବତୀ କ'ଣ ନିଜର ଅଳଙ୍କାରକୁ ଭୁଲିପା ରେ? ଜଣେ କନ୍ଯା କ'ଣ ତା'ର ପୋଷାକକୁ ଭୁଲି ପାରିବ? କିନ୍ତୁ ମାରେ ଲୋକମାନେ ମାେତେ ଅସଂଖ୍ଯ ଥର ପାଶୋରି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯୁବତୀ କ’ଣ ନିଜର ଅଳଙ୍କାରକୁ ଭୁଲିପାରେ? ଜଣେ କନ୍ୟା କ’ଣ ତା’ର ପୋଷାକକୁ ଭୁଲି ପାରିବ? କିନ୍ତୁ ମୋର ଲୋକମାନେ ମୋତେ ଅସଂଖ୍ୟ ଥର ପାଶୋରି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।