Jeremiah 2:34 — Compare Translations

5 translations compared side by side

Odia - 1840
"ତୁମ୍ଭ ହସ୍ତ ରେ ଦରିଦ୍ର ନିର୍ଦ୍ ଦୋଷ ପ୍ରାଣର ରକ୍ତ ଦଖାୟୋଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣ ରେ ରକ୍ତପାତ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର ରକ୍ତ ଦେଖାଯାଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।