Jeremiah 2:35 — Compare Translations

5 translations compared side by side

Odia - 1840
"ତୁମ୍ଭେ କହିବାକୁ ଲାଗୁଛ, 'ଆମ୍ଭେ ନିରୀହ ଏବଂ ଆମ୍ଭେ ନିଶ୍ଚିତ ଯେ, ପରମେଶ୍ବର ତାଙ୍କର କୋର୍ଧକୁ ଆମଠାରୁ ଦୂ ରଇେ ନବେେ।' ଏହା ତୁମ୍ଭକୁ କହିବାକୁ ଦିଅ, ଆମ୍ଭେ ତୁମ୍ଭର ବିଚାର କରିବା କାରଣ ତୁମ୍ଭେ କହୁଛ, 'ଆମ୍ଭେ ନିର୍ଦ୍ ଦୋଷୀ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ କହିଲ, ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି । ତୁମ୍ଭେ କହୁଅଛ, ଆମ୍ଭେ ପାପ କରି ନାହୁଁ, ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କହିବାକୁ ଲାଗୁଛ, ‘ଆମ୍ଭେ ନିରୀହ ଏବଂ ଆମ୍ଭେ ନିଶ୍ଚିତ ଯେ, ପରମେଶ୍ୱର ତାଙ୍କର କ୍ରୋଧକୁ ଆମଠାରୁ ଦୂରେଇ ନେବେ।’ ଏହା ତୁମ୍ଭକୁ କହିବାକୁ ଦିଅ, ଆମ୍ଭେ ତୁମ୍ଭର ବିଗ୍ଭର କରିବା କାରଣ ତୁମ୍ଭେ କହୁଛ, ‘ଆମ୍ଭେ ନିର୍ଦ୍ଦୋଷୀ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।