Jeremiah 2:36 — Compare Translations
5 translations compared side by side
Odia - 1840
"ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଚାଲିଛ, ଏତେ ଅବ ହଳେିତ ଭାବରେ? ତୁମ୍ଭେ ଅଶୂରର ବିଷଯ ରେ ଯେପରି ଲଜ୍ଜିତା ହାଇେଥିଲ, ସହେିପରି ମିଶରର ବିଷଯ ରେ ଲଜ୍ଜିତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛଣ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଗ୍ଭଲିଛ, ଏତେ ଅବହେଳିତ ଭାବରେ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେହିପରି ମିଶରର ବିଷୟରେ ଲଜ୍ଜିତା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।