Jeremiah 2:37 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭେ ମିଶରରୁ ମଧ୍ଯ ବାହାରି ୟିବ ଓ ଲଜ୍ଜ୍ଯା ରେ ତୁମ୍ଭେ ଆପଣା ମୁହଁ ଲୁଚାଇବ, କାରଣ ସଦାପ୍ରଭୁ ତୁମ୍ଭର ନିର୍ଭର କରୁଥିବା ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରିଅଛନ୍ତି। ତୁମ୍ଭମାନେେ ସମାନଙ୍କେ ସାହାୟ୍ଯ ଦ୍ବାରା ଉନ୍ନତି କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ମୁଣ୍ତରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ଵାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ଵାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ମିଶରରୁ ମଧ୍ୟ ବାହାରି ଯିବ ଓ ଲଜ୍ଜାରେ ତୁମ୍ଭେ ଆପଣା ମୁହଁ ଲୁଗ୍ଭଇବ, କାରଣ ସଦାପ୍ରଭୁ ତୁମ୍ଭର ନିର୍ଭର କରୁଥିବା ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରିଅଛନ୍ତି। ତୁମ୍ଭେମାନେ ସେମାନଙ୍କ ସାହାଯ୍ୟ ଦ୍ୱାରା ଉନ୍ନତି କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।