Jeremiah 2:4 — Compare Translations
5 translations compared side by side
Odia - 1840
"ହେ ଯାକୁବର ବଂଶ, ଆଉ ହେ ଇଶ୍ରାୟେଲର ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ-ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia IRV 2017 (ଓଡିଆ ବାଇବେଲ)
ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;