Jeremiah 2:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠା ରେ କେଉଁ ଅନ୍ଯାଯ ଦେଖିଲେ ଯେ ସମାନେେ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି ଓ ଅସାର ଦବେତାମାନଙ୍କର ପଶ୍ଚାଦ୍ ଗମନ କରି ଅସାର ହାଇେଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି ଓ ଅସାର ଦେବତାମାନଙ୍କର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍ଗମନ କରି ନିଜେ ଅସାର ହୋଇଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍ଗମନ କରି ନିଜେ ଅସାର ହୋଇଅଛନ୍ତି?