Jeremiah 2:6 — Compare Translations
5 translations compared side by side
Odia - 1840
"ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ ଯେ, 'ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତର ରେ ମରୁଭୂମି ଓ ଗର୍ତ୍ତମଯ ଦେଶରୁ ଆଉ ନିର୍ଜନ ଓ ମୃତ୍ଯୁଛାଯାରୂପ ଦେଶରୁ, ପୁଣି ପଥିକବିହୀନ ଓ ନିବାସୀଶୂନ୍ଯ ଦେଶ ମଧ୍ଯରୁ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସହେି ସଦାପ୍ରଭୁ କାହାଁନ୍ତି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ, ‘ଯେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରରେ ମରୁଭୂମି ଓ ଗର୍ତ୍ତମୟ ଦେଶରୁ ଆଉ ନିର୍ଜନ ଓ ମୃତ୍ୟୁଛାୟାରୂପ ଦେଶରୁ, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶ ମଧ୍ୟରୁ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ।