Jeremiah 2:7 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହନ୍ତି, ମୁଁ ତୁମ୍ଭମାନଙ୍କୁ ଏକ ଉର୍ବର ଦେଶକୁ ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଅତି ଉତ୍ତମ ଖାଦ୍ୟ ଓ ଫଳ ଭୋଜନ କରିବ। ମାତ୍ର ତୁମ୍ଭମାନେେ ପ୍ରବେଶ କଲାପ ରେ ମାେ ଦେଶକୁ 'ଅଶୁଚି' ଓ ମାରେବିରୁଦ୍ଧାଚରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ମୁଁ ତୁମ୍ଭମାନଙ୍କୁ ଏକ ଉର୍ବର ଦେଶକୁ ଆଣିଲି, ଯେଉଁଠାରେ ତୁମ୍ଭେମାନେ ଅତି ଉତ୍ତମ ଖାଦ୍ୟ ଓ ଫଳ ଭୋଜନ କରିବ। ମାତ୍ର ତୁମ୍ଭେମାନେ ପ୍ରବେଶ କଲାପରେ ମୋ’ ଦେଶକୁ ‘ଅଶୁଚି’ ଓ ମୋର ବିରୁଦ୍ଧାଚରଣ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।