Jeremiah 2:8 — Compare Translations
5 translations compared side by side
Odia - 1840
"ଯାଜକମାନେ କହିଲେ ନାହିଁ ଯେ, 'ସଦାପ୍ରଭୁ କାହାଁନ୍ତି,' ଆଉ ଯେଉଁମାନେ ବ୍ଯବସ୍ଥା ହସ୍ତ ରେ ଧରନ୍ତି, ସମାନେେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ଯ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କଲେ, ଆଉ ଭବିଷ୍ଯଦବକ୍ତାମାନେ ବାଲ୍ଦବେ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’ ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦ୍ଗମନ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ।