Jeremiah 2:9 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ନାତି-ନାତୁଣୀମାନଙ୍କର ବିରୁଦ୍ଧ ରେ ଆମ୍ଭେ ଏକ ମକଦ୍ଦମା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ନାତି-ନାତୁଣୀମାନଙ୍କର ବିରୁଦ୍ଧରେ ଆମ୍ଭେ ଏକ ମକଦ୍ଦମା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।