Jeremiah 20:10 — Compare Translations
5 translations compared side by side
Odia - 1840
"ମୁଁ ବହୁବାର ଅପବାଦ ଶୁଣିଅଛି। ମାରେ ଚତୁର୍ଦ୍ଦିଗ ରେ ଆଶଙ୍କା ଅଛି। ଏପରିକି ମାରେ ମିତ୍ରମାନେ ମଧ୍ଯ ମାରେ ଦୋଷ ଦେଖନ୍ତି ଓ ଲୋକମାନେ ମାରେ ତ୍ରୁଟିକୁ ଅପେକ୍ଷା କରନ୍ତି। ସମାନେେ ଅଭିଯୋଗ କରି କହନ୍ତି, ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ମିଥ୍ଯା ଓ ମନ୍ଦକଥା କହିବା, ତୁମ୍ଭମାନେେ ମଧ୍ଯ ତାହା କହିବ। ତାହା ହେଲେ ଆମ୍ଭମାନେେ ତାକୁ ପରାସ୍ତ କରିବା ଓ ତା' ଉପ ରେ ପ୍ରତିଶାଧେ ନଇେପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି । ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ରସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।