Jeremiah 20:11 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ମାେ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମାେତେ ଆଶ୍ରଯ ଦଇେଅଛନ୍ତି। ତେଣୁ ମାରେ ତାଡ଼ନାକାରୀମାନେ ବିଫଳ ହବେ ଓ ମାେତେ ପରାସ୍ତ କରିପାରିବେ ନାହିଁ। ସମାନେେ ଘାରେ ଅପମାନିତ ହବେ କାରଣ ସମାନେେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶଷେ କରିପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ଯସ୍ଥାଯୀ ହବେ ଓ ଲୋକେ ତାହା ଭୁଲିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟିପଡ଼ିବେ ଓ ସେମାନେ ଜୟଯୁକ୍ତ ନୋହିବେ; ସେମାନେ ବିବେଚନା-ପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟ; ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ନୋହିବ ଣ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋ’ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।