Jeremiah 20:12 — Compare Translations
5 translations compared side by side
Odia - 1840
"ତେଣୁ ହେ ସୈନ୍ଯାଧିପତି ସଦାପ୍ରଭୁ ତୁମ୍ଭେ ଧାର୍ମିକର ପରୀକ୍ଷକ। ତୁମ୍ଭେ ସମସ୍ତଙ୍କର ମର୍ମ ଓ ଅନ୍ତଃକରଣ ଦେଖୁଅଛ। ମୁଁ ସମାନଙ୍କେ ବିଷଯ ରେ ମାରେ ଅଭିଯୋଗ ତୁମ୍ଭକୁ ଜଣାଇଅଛି। ତୁମ୍ଭେ ସମାନଙ୍କେ ପ୍ରତି ତୁମ୍ଭ ଦତ୍ତ ପ୍ରତିଫଳ ମାେତେ ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭେ ଧାର୍ମିକର ପରୀକ୍ଷକ। ତୁମ୍ଭେ ସମସ୍ତଙ୍କର ମର୍ମ ଓ ଅନ୍ତଃକରଣ ଦେଖୁଅଛ। ମୁଁ ସେମାନଙ୍କ ବିଷୟରେ ମୋର ଅଭିଯୋଗ ତୁମ୍ଭକୁ ଜଣାଇଅଛି। ତୁମ୍ଭେ ସେମାନଙ୍କ ପ୍ରତି ତୁମ୍ଭ ଦତ୍ତ ପ୍ରତିଫଳ ମୋତେ ଦେଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।