Jeremiah 20:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ବିଷଯ ରେ ଗାନ କର, ତାଙ୍କର ପ୍ରଶଂସା କର। କାରଣ ସେ ଦୁଷ୍ଟାଚାରୀଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀ-ମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ବିଷୟରେ ଗାନ କର, ତାଙ୍କର ପ୍ରଶଂସା କର। କାରଣ ସେ ଦୁଷ୍ଟାଗ୍ଭରୀଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।