Jeremiah 20:14 — Compare Translations
5 translations compared side by side
Odia - 1840
"ମାରେ ଜନ୍ମଦିନ ଶାପଗ୍ରସ୍ତ ହେଉ ଓ ଯେଉଁଦିନ ମାରେ ମାତା ମାେତେ ଜନ୍ମ ଦଲୋ, ସେ ଦିନଟି ଆଶୀର୍ବାଦ ପ୍ରାପ୍ତ ନ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେଉଁଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋʼ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କ ଷଷ୍ଠ ଅଭିଯୋଗ ମୋର ଜନ୍ମଦିନ ଶାପଗ୍ରସ୍ତ ହେଉ ଓ ଯେଉଁ ଦିନ ମୋର ମାତା ମୋତେ ଜନ୍ମ ଦେଲା, ସେ ଦିନଟି ଆଶୀର୍ବାଦ ପ୍ରାପ୍ତ ନ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋʼ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋ’ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।