Jeremiah 20:15 — Compare Translations

5 translations compared side by side

Odia - 1840
"ମାରେ ପିତାଙ୍କୁ ଯେଉଁ ବ୍ଯକ୍ତି ପୁତ୍ର ହବୋର ସମ୍ବାଦ ଦଇେ ଖୁସି କରାଇଥିଲା, ଏହା ଏକ ବାଳକ ସେ ମଧ୍ଯ ଶାପଗ୍ରସ୍ତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପୁତ୍ର ସନ୍ତାନ ହୋଇଅଛି ବୋଲି ସମ୍ଵାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପିତାଙ୍କୁ ଯେଉଁ ବ୍ୟକ୍ତି “ପୁତ୍ର” ହେବାର ସମ୍ବାଦ ଦେଇ ଖୁସୀ କରାଇଥିଲା, “ଏହା ଏକ ବାଳକ” ସେ ମଧ୍ୟ ଶାପଗ୍ରସ୍ତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପୁତ୍ରସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପୁତ୍ର ସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।