Jeremiah 20:16 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସହେିସବୁ ନଗର ତୁଲ୍ଯ ହେଉ। ଆଉ ସେ ଲୋକ ପ୍ରାତଃକାଳ ରେ କ୍ରନ୍ଦନ ଓ ମଧ୍ଯାହ୍ନ କାଳ ରେ ଚିତ୍କାର ଶବ୍ଦ ଶୁଣୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶଦ୍ଦ ଶୁଣୁ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ। ଆଉ ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହି ସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ;