Jeremiah 20:17 — Compare Translations

5 translations compared side by side

Odia - 1840
"କାରଣ, ସେ ମାେତେ ମାତୃ ଗର୍ଭ ରେ ମାରିପାରିଲା ନାହିଁ। ତାହା କରିଥିଲେ ମାରେ ମାତୃଗର୍ଭ ମାରେ କବର ହାଇେଥାଆନ୍ତା ଓ ମୁଁ ଜନ୍ମ ନଇେଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ଵରୂପ ହୋଇଥାʼନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥାʼନ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ, ସେ ମୋତେ ମାତୃ ଗର୍ଭରେ ମାରି ପାରିଲା ନାହିଁ। ତାହା କରିଥିଲେ ମୋର ମାତୃଗର୍ଭ ମୋର କବର ହୋଇଥା’ନ୍ତା ଓ ମୁଁ ଜନ୍ମ ନେଇ ନ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ୱରୂପ ହୋଇଥାʼନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥାʼନ୍ତା।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ୱରୂପ ହୋଇଥା’ନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥା’ନ୍ତା।