Jeremiah 20:18 — Compare Translations
5 translations compared side by side
Odia - 1840
"ମୁଁ କାହିଁକି ଜନ୍ମ ହଲିେ? ଲଜ୍ଜା ଓ ଦୁଃଖ ରେ ମାରେ ସମସ୍ତ ଜୀବନ ଅତିବାହିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କାହିଁକି ଜନ୍ମ ହେଲି? ଲଜ୍ଜା ଓ ଦୁଃଖରେ ମୋର ସମସ୍ତ ଜୀବନ ଅତିବାହିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?
Odia IRV 2017 (ଓଡିଆ ବାଇବେଲ)
ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?