Jeremiah 20:2 — Compare Translations

5 translations compared side by side

Odia - 1840
"ତେଣୁ ପଶ୍ହୂର ଭବିଷ୍ଯଦବକ୍ତା ଯିରିମିୟଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ଯାମୀନର ଉପର ଫାଟକରେ ଥିବା ହରିକାଠ ରେ ତାକୁ ବନ୍ଦ କରି ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପଶ୍ହୂର ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ଵାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପ‌‌‌ଶ୍‌‌‌ହୂର ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନର ଉପର ଫାଟକରେ ଥିବା ହରିକାଠରେ ତାକୁ ବନ୍ଦ କରି ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପଶ୍‍ହୂର ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପଶ୍‍ହୂର ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।