Jeremiah 20:3 — Compare Translations
5 translations compared side by side
Odia - 1840
"ତହିଁ ପରଦିନ ପଶ୍ହୂର ଯିରିମିୟଙ୍କୁ ହରିକାଠରୁ ବାହାର କରିଆଣିଲା। ତା'ପ ରେ ଯିରିମିୟ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି ମାଗୋର ମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା । ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ପରଦିନ ପଶ୍ହୂର ଯିରିମିୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତା’ପରେ ଯିରିମିୟ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି ‘ମାଗୋର ମୀଷାବୀବ୍’ (ଚତୁର୍ଦ୍ଦିଗେ ଆଶଙ୍କା) ରଖି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।