Jeremiah 20:5 — Compare Translations

5 translations compared side by side

Odia - 1840
"ୟିରୁଶାଲମ ଅର୍ଜିତ ସକଳ ସତ୍ତି, ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ଯ ପଦାର୍ଥ ସମାନଙ୍କେ ଶତ୍ରୁଗଣଙ୍କ ହସ୍ତ ରେ ଦବୋ, ଆଉ ଯିହୁଦାର ରାଜଗଣର ସକଳ ଧନଭଣ୍ଡାର ଶତ୍ରୁର ହସ୍ତଗତ କରାଇବା। ସମାନେେ ସେ ସମସ୍ତ ଲୁଟିନଇେ ବାବିଲକୁ ଘନେିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜଗଣର ସକଳ ଧନଭଣ୍ତାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ଅର୍ଜିତ ସକଳ ସମ୍ପତ୍ତି, ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ସେମାନଙ୍କ ଶତ୍ରୁଗଣଙ୍କ ହସ୍ତରେ ଦେବା, ଆଉ ଯିହୁଦାର ରାଜଗଣର ସକଳ ଧନଭଣ୍ଡାର ଶତ୍ରୁର ହସ୍ତଗତ କରାଇବା। ସେମାନେ ସେ ସମସ୍ତ ଲୁଟିନେଇ ବାବିଲକୁ ଘେନିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।
Odia IRV 2017 (ଓଡିଆ ବାଇବେଲ)