Jeremiah 20:6 — Compare Translations

5 translations compared side by side

Odia - 1840
"ପୁଣି ହେ ପଶ୍ହୂର, ତୁମ୍ଭେ ଓ ତୁମ୍ଭ ଗୃହ ନିବାସୀ ସମସ୍ତେ ବନ୍ଦୀ ହାଇେ ବାବିଲକୁ ଯିବେ। ତୁମ୍ଭେ ସହେି ସ୍ଥାନ ରେ ମରିବ ଓ ସଠାେ ରେ କବର ପାଇବ। ତୁମ୍ଭର ଯେଉଁ ବନ୍ଧୁମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କଲ, ସହେି ବନ୍ଧୁମାନେ ମଧ୍ଯ ସହେିଠା ରେ ମରିବେ ଓ କବର ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ଵ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ହେ ପ‌‌‌ଶ୍‌‌‌ହୂର, ତୁମ୍ଭେ ଓ ତୁମ୍ଭ ଗୃହ ନିବାସୀ ସମସ୍ତେ ବନ୍ଦୀ ହୋଇ ବାବିଲକୁ ଯିବେ। ତୁମ୍ଭେ ସେହି ସ୍ଥାନରେ ମରିବ ଓ ସେଠାରେ କବର ପାଇବ। ତୁମ୍ଭର ଯେଉଁ ବନ୍ଧୁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲ, ସେହି ବନ୍ଧୁମାନେ ମଧ୍ୟ ସେହିଠାରେ ମରିବେ ଓ କବର ନେବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”
Odia IRV 2017 (ଓଡିଆ ବାଇବେଲ)