Jeremiah 20:7 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ଭବିଷ୍ଯଦବକ୍ତା ହବୋରୁ ବିପଥଗାମୀ କରାଇଲ ଓ ମୁଁ ପ୍ରଚାରିତ ହଲିେ। ତୁମ୍ଭେ ମାଠାରୁେ ଶକ୍ତିଶାଳୀ, ଯେଉଁଥିପାଇଁ ମାେ'ଠାରୁ ଜଯ କରିଅଛ। ମୁଁ ଦିନୟାକ ଉପହାସର ପାତ୍ର ହାଇେଅଛି, ସମସ୍ତେ ମାେତେ ପରିହାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ଟାହୁଲି କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କ ପଞ୍ଚମ ଅଭିଯୋଗ ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତା ହେବାରୁ ବିପଥଗାମୀ କରାଇଲ ଓ ମୁଁ ପ୍ରତାରିତ ହେଲି। ତୁମ୍ଭେ ମୋ’ଠାରୁ ଶକ୍ତିଶାଳୀ, ଯେଉଁଥିପାଇଁ ମୋ’ଠାରୁ ଜୟ କରିଅଛ। ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋ’ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।