Jeremiah 20:9 — Compare Translations

5 translations compared side by side

Odia - 1840
"ସମଯେ ସମଯେ ମୁଁ ନିଜେ ନିଜକୁ କ ହେ, ମୁଁ ଆଉ ସଦାପ୍ରଭୁଙ୍କ ବିଷଯ କହିବି ନାହିଁ କି ତାଙ୍କ ପାଇଁ ପ୍ରଚାର କରିବି ନାହିଁ। ମାତ୍ର ଏହା କହିଲା ବେଳେ ମାେ ଅସ୍ଥି ମଜ୍ଜା ମଧିଅରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ଯ ଜଳି ଉେଠ। ମୁଁ ହୃଦଯ ମଧିଅରେ ତାକୁ ସମ୍ଭାଳି ରଖିପା ରେ ନାହିଁ। ସଗେୁଡ଼ିକୁ ଭିତ ରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯେବେ ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇ ନୀରବ ହୋଇ ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ,” ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ଯଦି ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋ’ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।