Jeremiah 21:1 — Compare Translations
5 translations compared side by side
Odia - 1840
"ରାଜା ସିଦିକିଯ ମଲ୍କିଯର ପୁତ୍ର ପଶ୍ହୂରକୁ ଓ ମା ସଯରେ ପୁତ୍ର ସଫନିଯ ଯାଜକକୁ ସଦାପ୍ରଭୁଙ୍କର ବାକ୍ଯ ଦଇେ ଯିରିମିୟ ନିକଟକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଦିକୀୟ ରାଜା ଯେଉଁ ସମୟରେ ମଲ୍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ। ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସିଦିକିୟ ରାଜାଙ୍କ ଅନୁରୋଧ ପ୍ରତ୍ୟାଖ୍ୟାନ କରନ୍ତି ରାଜା ସିଦିକିୟ ମଲ୍କିୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ସଦାପ୍ରଭୁଙ୍କର ବାକ୍ୟ ଦେଇ ଯିରିମିୟ ନିକଟକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଦିକୀୟ ରାଜା ଯେଉଁ ସମୟରେ ମଲ୍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,
Odia IRV 2017 (ଓଡିଆ ବାଇବେଲ)
ସିଦିକୀୟ ରାଜା ଯେଉଁ ସମୟରେ ମଲ୍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,