Jeremiah 21:10 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହନ୍ତି ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ।ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତ ରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନି ରେ ଦଗ୍ଧ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି “‘ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ। ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନିରେ ଦ‌ଗ୍‌ଧ କରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।’”